ଭଟଲି: ବେହେରାପାଲି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ଶିଶୁମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଉଦଯାପିତ
ବେହେରାପାଲି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ଶିଶୁମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଉଦଯାପିତ :ଭଟଲି ବ୍ଳକ ବେହେରାପାଲି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଆଜି ସନ୍ଧ୍ୟା ୬ଟାରେ ଉଦେପାଲି କ୍ଲଷ୍ଟରସ୍ତରୀୟ ଶିଶୁମହୋତ୍ସବ ସୁରଭି କାର୍ଯ୍ୟ କ୍ରମ ଉଦଯାପିତ ହୋଇଯାଇଛି।ଏହି ଉଦଯାପନୀ ରେମୁଖ୍ୟ ଅତିଥି ଭାବରେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ଯୋଗଦାନ କରିଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ବ୍ଳକ ଅଧ୍ୟକ୍ଷ ନିତ୍ୟାନନ୍ଦ ପଧାନ, ସିଆରସିସି ସୁଶାନ୍ତ ସୁନା, ଗୌଡ଼ଗାଁ ହାଇସ୍କୁଲ ର ପ୍ରଧାନଶିକ୍ଷକ ପରିତୋଷ ପାଢ଼ୀ, ଶିକ୍ଷକତେଜୁରୁବାରିକ ପ୍ରମୁଖ ଉପସ୍ଥିତ ଥିଲେ।