Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ହିଞ୍ଜିଳି: ହିଞ୍ଜିଳିକାଟୁ ବ୍ଲକ୍ ଅନ୍ତର୍ଗତ ପିଏମ୍ ଶ୍ରୀ ସରକାରୀ ମାଧ୍ୟମିକ ବିଦ୍ୟାଳୟ କଞ୍ଚରୁ ଠାରେ ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବ ଅନୁଷ୍ଠିତ

Hinjili, Ganjam | Jan 13, 2026
ହିଞ୍ଜିଳିକାଟୁ ବ୍ଲକ୍ ଅନ୍ତର୍ଗତ ପି ଏମ୍ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଞ୍ଚରୁ ଠାରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶୋକ କୁମାର ସେଠୀଙ୍କ ଅଧ୍ୟକ୍ଷତା ରେ ମଙ୍ଗଳବାର ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ଠାରେ ବିଦ୍ୟାଳୟ ସ୍ତରୀୟ ପି ଏମ୍ ଶ୍ରୀ ଉତ୍ସଵ ଉଦଘାଟନ ହୋଇଯାଇଅଛି। ଏହି ଏକଦିବସୀୟ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ସରସ୍ଵତୀ ସେଠୀ ଯୋଗଦଛନ୍ତି.

MORE NEWS

ହିଞ୍ଜିଳି: ହିଞ୍ଜିଳିକାଟୁ ବ୍ଲକ୍ ଅନ୍ତର୍ଗତ ପିଏମ୍ ଶ୍ରୀ ସରକାରୀ ମାଧ୍ୟମିକ ବିଦ୍ୟାଳୟ କଞ୍ଚରୁ ଠାରେ ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବ ଅନୁଷ୍ଠିତ - Hinjili News