ସୁନ୍ଦରଗଡ଼ ଜିଲ୍ଲାର କିଞ୍ଜିରକେଲା କଲେଜ ର ବାର୍ଷିକ ଉତ୍ସବ ଆଜି ମହାସମାରୋହରେ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇ ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ତେବେ ଏହି କାର୍ଯ୍ୟକ୍ରମରେ ଉପ ବାଚସ୍ପତି ଙ୍କର ନାଚିବା ଶୈଳୀ କୁ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ ହୋଇଥିଲେ।