Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
Accident
Congress
Modi
Delhi
Viral
Up
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh
Haryana

ଜୁନାଗଡ: ଗୋଲାମୁଣ୍ଡା ଶିବାଜୀ ଷ୍ଟାଡିଅମ ଠାରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

Junagarh, Kalahandi | Jan 12, 2026
ଗୋଲାମୁଣ୍ଡା ଶିବାଜୀ ଷ୍ଟାଡିଠାରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ରାଷ୍ଟ୍ରଗୀତ “ବନ୍ଦେ ମାତରମ୍‌” ର ୧୫୦ବର୍ଷ ପୂର୍ତ୍ତି ଅବସରରେ ତଥା ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ଜାତୀୟ ଯୁବ ଦିବସ ଅବସରରେ ଆଜି 12ତାରିଖ ସକାଳ 11ଟାରେ ଗୋଲାମୁଣ୍ଡା ବ୍ଲକ ସ୍ଥିତ ଶିବାଜୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି । ୧୮୭୫ ମସିହାରେ ବଙ୍କିମଚନ୍ଦ୍ର ଚାଟାର୍ଜୀ ଏହାକୁ ରଚନା କରିଥିଲେ। ଏହି ଗୀତ ଗାଇ ହଜାର ହଜାର ସ୍ୱାଧୀନତା ସଂଗ୍ରାମୀ ହସି ହସି ଜେଲ୍ ଚାଲିଯାଉଥିଲେ, ତ କିଏ ନିଜର ପାଠପଢ଼ା ଓ ଚାକିରି ଆଦି ଛାଡି ସ୍ୱାଧୀନତା ସଂଗ୍ରାମରେ ସାମିଲ ହେଉଥିଲେ,