ରାସ୍ତାର ଦୁରାବସ୍ଥା ଯୋଗୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ,
ମାନବିକତା ଦେଖାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଏହି ଭଳି ଘଟଣା କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତ ଅନ୍ତର୍ଗତ ଶ୍ରୀଗାମପୁଟ ଗାଁକୁ ସଂଯୋଗ କରୁଥିବା ରାସ୍ତାର ଦୁରାବସ୍ଥା ଯୋଗୁ ଜଣେ ଗର୍ଭବତୀ ମହିଳାଙ୍କୁ ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବାକୁ ପଡ଼ିଛି