ଜୁନାଗଡ: ଗୋଲାମୁଣ୍ଡା ରେ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା
ଗୋଲାମୁଣ୍ଡା ସ୍ଥିତ ଶିବାଜୀ ଷ୍ଟାଡିଅମ ଠାରେ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯଇଛି। କାର୍ଯ୍ୟକ୍ରମ ରେ ଗୋଲାମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜେଶ କୁମାର ନାୟକ ଯୋଗ ଦେଇ କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିଥିଲେ।ବ୍ଲକ ର ୨୮ ପଞ୍ଚାୟତ ର ବିଭିନ୍ନ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଫୁଟବଲ, ଖୋ ଖୋ, କବାଡି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।