କେଗାଁଓ: ଚପ୍ରିୟା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଗୋଲାମୁଣ୍ଡା ବ୍ଲକ ବିଜେପି ପକ୍ଷରୁ ରକ୍ତ ଦାନ ଶିବିର 205ୟୁନିଟ ରକ୍ତ ସଂଗ୍ରହ
ଆଜି 20ତାରିଖ ଶନିବାର ସକାଳ 11ଟାରୁ ସନ୍ଧ୍ୟା 6ଟା ପର୍ଯ୍ୟନ୍ତ ଚପ୍ରିୟl ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଗୋଲାମୁଣ୍ଡା ବ୍ଲକ ବିଜେପି ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ଙ୍କ ନେତୃତ୍ୱ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ବିଜେପି ସଭାପତି ଯୁଗଳ କିଶୋର ପୋଡ଼ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର, ସ୍ୱତନ୍ତ୍ର ଅତିଥି ବିଜେପି ର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ଜିଲ୍ଲା ମିଡ଼ିଆ ସଂଯୋଯକ ନରହରି ପଟ୍ଟନାୟକ,