ବୌଦ୍ଧ ସଦର: ମାଉସୀ ମାଁ ମନ୍ଦିର ଠାରେ ବିଜେଡ଼ିର ପ୍ରତିଷ୍ଠା ଦିବସ, ଯୋଗଦେଲେ ପୂର୍ବତନ ମନ୍ତ୍ରୀ
ଶୁକ୍ରବାର ଦିନ ବୌଦ୍ଧ ସହର ମାଉସୀ ମାଁ ମନ୍ଦିର ଠାରେ ବିଜେଡ଼ିର ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି | ବରିଷ୍ଠ ବିଜେଡି ନେତା ଅଶୋକ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ଜିଲ୍ଲା ବିଜୁ ଜନତା ଦଳର ସଭାପତି ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ | କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ପ୍ରଭାସିନୀ ଦାସ, ବୌଦ୍ଧ ଏନ ଏ ସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ଏନ ଏ ସି ଉପାଧ୍ୟକ୍ଷl ଶୁଭାଷିଣୀ ସେଠୀ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ |