ଟାଙ୍ଗୀ: @@ ଚିଲିକା ବ୍ଲକ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ କ୍ୟାବିନେଟ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ###
Tangi, Khordha | Jul 6, 2024 ଚିଲିକା ବ୍ଲକ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ କ୍ୟାବିନେଟ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ : ଏ ସରକାର ଲୋକଙ୍କ ସରକାର । ସାଧାରଣ ଲୋକଙ୍କୁ ଉପଯୁକ୍ତ ସେବା ପ୍ରଦାନ ଆମ ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ । ତେବେ ରାଜ୍ୟର ସାମଗି୍ରକ ବିକାଶ ପାଇଁ ପ୍ରସ୍ତୁତ ସବୁଯୋଜନା ବ୍ଲକ୍ ସ୍ତରରୁ ଆରମ୍ଭ ହେବା ଉଚିତ ବୋଲି ଆଇନ, ପୂର୍ତ୍ତ, ଅବକାରୀ ବିଭାଗ ମାନ୍ୟବର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଚିଲିକା ବ୍ଲକ୍ ସମ୍ମିଳନୀ କକ୍ଷରେ ଆୟୋଜିତ ପ୍ରଥମ ସମୀକ୍ଷା ବୈଠକରେ ଯୋଗଦେଇ ମତବ୍ୟକ୍ତ ଦେଇଛନ୍ତି। ଚିଲିକା ବ୍ଲକ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି