ଅଦ୍ୟ ତା.୨୧-୧୨-୨୦୨୫ରିଖ ବରଗଡ଼ ଜିଲ୍ଲା ଭେଡେନ ଥାନା ଅନ୍ତର୍ଗତ ତେନ୍ତୁଳିଟିକିରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଥମ ଓ ଦ୍ବିତୀୟ ଶ୍ରେଣୀର ୮୫ ଜଣ ଭାଇ ଭଉଣୀ ମାନଙ୍କୁ ନେଇ ଗ୍ରୀଣ୍ଡୋଲା ସିଦ୍ଧେଶ୍ବର ମନ୍ଦିର ଠାରେ ବନବିହାର କାର୍ଯ୍ୟକ୍ରମ ପ୍ରଧାନ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଏ ଅବସରରେ ମାନନୀୟ ଶ୍ରୀଯୁକ୍ତ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ(ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦେବଗଡ଼ ଟିକ୍ରା ପ୍ରାଥମିକ ବିଦ୍ୟାଳୟ)ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ ସମସ୍ତଙ୍କ ଶୁଭକାମନା କରି ଶିଶୁ ମାନଙ୍କୁ ବନବିହାର ବିଷୟରେ ମ