ରବିବାର ରାତିରେ ବୌଦ୍ଧ ଠାରେ ଚାଲିଥିବା ବୌଦ୍ଧ ମହୋତ୍ସବର ତୃତୀୟ ସନ୍ଧ୍ୟାର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ନିଜ ବକ୍ତବ୍ୟ ରଖିଥିଲେ କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ l ବୌଦ୍ଧ ଜିଲ୍ଲା ଗଠନର ଇତିହାସ ଓ ବୌଦ୍ଧ ଜିଲ୍ଲାର ଜଳ ସେଚନ ପାଇଁ ସରକାର ନେଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ l