ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମାତା ସାବିତ୍ରୀ ଦେବୀଙ୍କ ପରଲୋକ। ଏହି ଦୁଃଖଦ ଖବରରେ ମନ୍ତ୍ରୀ ସୁରେଶ ପୂଜାରୀ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।