Public App Logo
Jansamasya
हादसा
News
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Crime
Jharkhand
Up
Bollywood
दिल्ली
Breakingnews
Nitishkumar
Madhya_pradesh
Mp
Nsui
Madhyapradesh
Pmmodi
Rahulgandhi
Actor
Haryana
Uttarpradesh
Cbse

କେଗାଁଓ: ଦଶପୁର ପଞ୍ଚାୟତ କାର୍ଯ୍ୟଳୟ ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ

Kegaon, Kalahandi | Sep 22, 2025
ଦଶପୁର ପଞ୍ଚାୟତ କାର୍ଯ୍ୟଳୟ ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ । ଆଜ 22 ତାରିଖ ସୋମବାର ସକାଳ 11ଟାରୁ ଅପରାହ୍ନ 5ଟା ପର୍ଯ୍ୟନ୍ତ ଦଶପୁର ଗ୍ରାମ ପଞ୍ଚାୟତ ପରିସରରେ ଜନଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛ ଗୋଲାମୁଣ୍ଡା ବିଡ଼ିଓ ତ୍ରିପୁରା ମହାନନ୍ଦ ଙ୍କ ନେତୃତ୍ୱରେ ଆଜି ଦଶପୁର ଗ୍ରାମ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ 68ଟି ଅଭିଯୋଗରୁ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାରେ ସାମିଲ କରି ଟି 14ସମସ୍ୟାର ତୁରନ୍ତ ସମାଧାନ ହୋଇଥିଲା ।