କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ କରି ବିପୁଳ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ। ଫ୍ଲାଟ, ଫାର୍ମହାଉସ, ୩୨ଟି ପ୍ଲଟ, ନଗଦ ଟଙ୍କା ଓ ସୁନା ଅଳଙ୍କାର ଜବତ ସୂଚନା ଦେଲେ ଏସ , ସୁଶ୍ରୀ ( ଏସ୍ପି ଭିଜିଲାନ୍ସ କୋରାପୁଟ )
UD MEDIA News Page #Jeypore #jeyporenews #jeyporeupdatenews #jeyporesocialmedia #koraputupdate #koraput #Rayagada #Malakangiri #Nabarangpur #viralpost2024 #viralfacebookpage #public #highlightseveryonefollowers2025 #highlights #dmkoraput #CMOdisha #viralreelsfbpage