Public App Logo
Jansamasya
हादसा
News
पुलिस
Maharashtra
Bjp
National
Police
Bihar
कांग्रेस
Accident
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Mp
उत्तरप्रदेश
Pmmodi
Rahulgandhi
यूपी
Uttarpradesh
Haryana
Cricket

ଭଞ୍ଜନଗର: ଜଗନ୍ନାଥପ୍ରସାଦ ଯୁଧିଷ୍ଠିର ବିଦ୍ୟାପୀଠ ହାଇସ୍କୁଲ ଖେଳପଡିଆଠାରେ ବ୍ଳକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି

Bhanjanagar, Ganjam | Jan 10, 2026
ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଯୁଧିଷ୍ଠିର ବିଦ୍ୟାପୀଠ ହାଇସ୍କୁଲ ଖେଳପଡିଆଠାରେ ବ୍ଳକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଏବଂ ସନମାନୀତ ଅତିଥି ଜିଲା ମତ୍ସ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ବିଧାୟକ ଙ୍କ ଦ୍ୱାରା ପ୍ରଥମେ ଗୋଷ୍ଠିପ୍ରାଣୀ ଚିକିତ୍ସାଳାୟ ନୂତନ କୋଠା ଗୃହ ଉଦଘାଟନ କରି ସାରିବା ପରେ ଗୋ -ପୂଜନ କରିବା ସହ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଦ୍ବାରା କୃଷି ଓ କୃଷକଙ୍କୁ ଅବଗତ କରାଇବା ନିମନ୍ତେ ଆୟୋଜିତ ଷ୍ଟଲ ଗୁଡ଼ିକୁ ବୁଲି ଦେଖିଥିଲେ ।

MORE NEWS