Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

ରାୟଗଡା: କୋଲନରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସଭା ଗ୍ରୁହରେ କୋଲନରା ବ୍ଳକ ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଟିତ,

Rayagada, Rayagada | Sep 25, 2025
ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘର ଏକ ବୈଠକ କୋଲନରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସଭା ଗ୍ରୁହ ଠାରେ ଅନୁଷ୍ଠିତ ହୋଇଯାଇଛି। କୋଲନରା ବ୍ଳକ ସମ୍ପାଦିକା ଶ୍ରୀମତୀ ସୁବାସିନୀ ପିଡିପାଙ୍କ ନେତୃତ୍ବରେ ଆଶା କର୍ମୀ ସଂଘର ଜିଲ୍ଲା ସମ୍ପାଦିକା ଶ୍ରୀମତୀ ଗୀତାଞ୍ଜଳି ହୀଆଲ ଏବଂ କୋଷାଧ୍ୟକ୍ଷ ଶ୍ରୀମତୀ ପୁଷ୍ପାଞ୍ଜଳି ବେହୁରାଙ୍କ ସଂଯୋଜନାରେ ଆୟୋଜିତ ବୈଠକରେ ଅତିଥି ଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘର ରାଜ୍ଯ ଉପସଭାପତି ଶ୍ରୀ ଯୋଗେଶ୍ଵର ଦାସ , ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଅରୁଣ କୁମାର ଲେଙ୍କା ଉପସ୍ଥିତ ଥିଲେ
ରାୟଗଡା: କୋଲନରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସଭା ଗ୍ରୁହରେ କୋଲନରା ବ୍ଳକ ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଟିତ, - Rayagada News