କଟକ ପୌରାଞ୍ଚଳ: କଟକର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ମହମ୍ମଦ ମୁକିମ୍, ମାଗିଲେ ମା’ଙ୍କ ଆଶୀର୍ବାଦ
ଓଡ଼ିଶା ଜନତା କଂଗ୍ରେସ ପାର୍ଟିର ରାଜ୍ୟ ସଭାପତି ମହମ୍ମଦ ମୁକିମ୍ କଟକର ଜଳପୁଆ ମା’ଙ୍କ ପୂଜା ମଣ୍ଡପ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସହରବାସୀଙ୍କ ସୁଖ ଓ ସମୃଦ୍ଧି କାମନା କରିବା ସହ ପୂଜା କମିଟିର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି।