ବିରିଡି: ଜଗତସିଂହପୁରରେ କଂଗ୍ରେସର ବିକ୍ଷୋଭ: ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବାକୁ ଦାବି
ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ଓ ଗିରଫ ଦାବିରେ ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ। ଜିଲ୍ଲା ସଭାପତି ଦେବପ୍ରସାଦ ନାୟକଙ୍କ ନେତୃତ୍ୱରେ ଶହେରୁ ଅଧିକ କର୍ମୀ ସାମିଲ ହୋଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି।