ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ପ୍ରଶାସନ ଓ ମିଶନ ଶକ୍ତି ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ
ଝାରସୁଗୁଡା ଜିଲ୍ଲା ପ୍ରଶାସନ ଓ ମିଶନ ଶକ୍ତି ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ଶୋଭାଯାତ୍ରା ଆଜି ସକାଳ ଦଶଟା ସମୟରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଝାରସୁଗୁଡା ସହରରେ ଏହି ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଦୁର୍ନୀତି ନିବାରଣ ଆମ ସମସ୍ତଙ୍କ ସାମୁହିକ ଦାୟିତ୍ୱ ଶୀର୍ଷକ ଏହି ସଚେତନତା ଶୋଭାଯାତ୍ରାରେ ବିଭିନ୍ନ ସ୍କୁଲ ଛାତ୍ରଛାତ୍ରୀ ଙ୍କ ସମେତ ଅନେକ ମିଶନ ଶକ୍ତି ର ସଦସ୍ୟ ଗଣ ଉପସ୍ଥିତ ରହି ଜନସାଧାରଣ ଙ୍କୁ ସଚେତନ କରାଇଥିଲେ। ସମସ୍ତେ ଦୁର୍ନୀତି ବିରୁଦ୍ଧରେ ସ୍ଵର ଉତ୍ତୋଳନ କରନ୍ତୁ ଏବଂ ଦୁର୍ନୀତି