ନୟାଗଡ: ନୟାଗଡ଼ ପୌରପରିଷଦ ପରିସରରେ ସ୍ଵଚ୍ଛତା ପକ୍ଷ ପାଳନ
ନୟାଗଡ଼ ପୌରପରିଷଦ ପକ୍ଷରୁ ସ୍ୱଚ୍ଛତା ପକ୍ଷ ପାଳନ । ମାଆ ପାଇଁ ଗଛଟିଏ, ପରିବେଶର ସ୍ୱଚ୍ଛତା ଓ ସୁରକ୍ଷା, ଗଛ ଲଗାଇବା ପାଇଁ ଅନ୍ୟକୁ ସଚେତନ ତଥା ଉତ୍ସାହିତ କରାଇବା ଉଦ୍ଦେଶ୍ୟରେ ଏକ ସଚେତନତା ରାଲି ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ନୟାଗଡ଼ ପୌରପରିଷଦ ରୁ ଅନୁଷ୍ଠିତ ହୋଇଯାଇଛି। ଏହି ରାଲିରେ ଏନଏସି ଉଚ୍ଚ ବିଦ୍ୟାଳୟ ଓ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ,ନୟାଗଡ଼ର ଛାତ୍ରଛାତ୍ରୀ, ସମସ୍ତ କାଉନସିଲର, ଶିକ୍ଷକ ଶିକ୍ଷୟିତ୍ରୀ, ପୌରପରିଷଦ କର୍ମଚାରୀ ତଥା ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନେ ଯୋଗଦାନ କରିଥିଲେ। ଜିଲ୍ଲା ପାଠାଗାର ଠାରୁ ଶ୍ରୀଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଅନ