ବାରିପଦା ଷ୍ଟାଡ଼ିୟମ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ଓ ବାଲେଶ୍ଵର ସାମାଜିକ ସେବା ସଂସ୍ଥାର ମିଳିତ ଆନୁକୂଲ୍ୟରେ ଶୁକ୍ରବାର ଦିନ ପ୍ରାୟ ୧୨ଟାରେ ଆନ୍ତର୍ଜାତିକ ଶିଶୁ କନ୍ୟା ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମ ପ୍ରାରମ୍ଭରେ ବାଙ୍ଗିରିପୋଷି ଓ କୁଳିଅଣା ବ୍ଲକରୁ ଆସିଥିବା ବାଳିକା ଓ ମହିଳା ମାନେ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ।