ଜଗତସିଂହପୁର: ବିପିନିବିହାରୀ ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଜିଲ୍ଲାପାଳଙ୍କ ପଡିଆରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ
ନାଉଗାଁ ବ୍ଲକ ଅଧୀନ ବିପିନି ବିହାରୀ ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଜିଲ୍ଲାପାଳଙ୍କ ଦ୍ୱାର ଜିଲ୍ଲାପାଳଙ୍କ ପଡିଆରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ l ଏହି ଅବସରରେ ଆଜି ବିପିନିବିହାରୀ ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି l ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ବିଧାୟକ ଓ ସାଂସଦ ଉପସ୍ଥିତ ଥିଲେ l