ଉଦଳା: କପ୍ତିପଦାର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ପୂର୍ବତନ ବିଧାୟକ ଶ୍ରୀନାଥ ସୋରେନ
ଉଦଳା ପୂର୍ବତନ ବିଧାୟକ ଶ୍ରୀନାଥ ସୋରେନ କପ୍ତିପଦା ବ୍ଲକର ବିଭିନ୍ନ ଦୁର୍ଗା ପୂଜା ମଣ୍ଡପ ପରିଦର୍ଶନ କରିଛନ୍ତି। ମା'ଙ୍କ ନିକଟରେ ପୂଜାର୍ଚ୍ଚନା କରିବା ସହ ସମଗ୍ର ଜଗତର ଶାନ୍ତି ଓ ସମୃଦ୍ଧି ପାଇଁ ପ୍ରାର୍ଥନା କରିଛନ୍ତି।