ଝାରସୁଗୁଡା: ଝାରସୁଗୁଡ଼ା: ଭଦୁଆପଡ଼ା ପାଇଁ ନୂତନ ରାସ୍ତା ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ
ଝାରସୁଗୁଡ଼ା ଜିଲ୍ଲା କୋଲାବିରା ବ୍ଲକ ଅନ୍ତର୍ଗତ ଭଦୁଆପଡ଼ା ଗ୍ରାମକୁ ନୂତନ ରାସ୍ତା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହେବାକୁ ଥିବା ଏହି ରାସ୍ତା ଦ୍ୱାରା ସ୍ଥାନୀୟ ଲୋକଙ୍କ ଯାତାୟାତ ସମସ୍ୟା ସହ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବା ପାଇବାରେ ସୁବିଧା ହେବ।