ରବିବାର ଦିନ ପ୍ରାୟ ୧୨ ଟାରେ ମୟୂରଭଞ୍ଜ ଜିଲ୍ଲାର ଯଶିପୁରରେ ଥିବା ଯୁବ ହଷ୍ଟେଲର ନବୀକରଣ କାର୍ଯ୍ୟର ଭୂମିପୂଜନ ଉତ୍ସବ ଅନୁଷ୍ଠିତ। ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେଇଥିବା ବେଳେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ।