ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କପ୍ତିପଦା ଉପଖଣ୍ଡ ପାଇଁ ଉଦଳାର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଦିନ ପ୍ରାୟ ୧୦ ଟା ରୁ ଦିନ ୨ ଟା ଯାଏଁ ଅନୁଷ୍ଠିତ ଜନଶୁଣାଣୀ ଶିବିରରେ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ ଏବଂ ମୟୂରଭଞ୍ଜ ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲି ଯୋଗ ଦେଇ ୮୧ ଗୋଟି ଜନ ଅଭିଯୋଗର ଶୁଣାଣୀ କରିଛନ୍ତି।