ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହେଲା ଜିଲ୍ଲା ସ୍ତରୀୟ ଶିଶୁ ଓ କିଶୋର ଶ୍ରମିକ ନିରାକରଣ ସଚେତନତା ବୈଠକ
Baripada M, Mayurbhanj | Jul 29, 2025
ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଶ୍ରମ ବିଭାଗର ମିଳିତ ଉଦ୍ୟମରେ ମଙ୍ଗଳବାର ଅପରାହ୍ନ ୫ଟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ...