ଛତ୍ରପୁର: ବ୍ରହ୍ମପୁର ଗୋଇଲୁଣ୍ଡି ଶାନ୍ତି ନଗର୍ ରେ ଅଗ୍ନି କାଣ୍ଡ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
ବ୍ରହ୍ମପୁର ମହାନଗର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଗୋଇଲୁଣ୍ଡି ଶାନ୍ତି ନଗର୍ ରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଗତ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବା ବେଳେ ଗୋଟିଏ ପରିବାରର ସମସ୍ତ ଆସବାବ ପତ୍ର ପୋଡି ନଷ୍ଟ ହୋଇ ଯାଇଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।