Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ସୋରଡା: ସୋରଡ଼ା ବ୍ଲକ ଅନ୍ତର୍ଗତ ଗଙ୍ଗାପୁର ଗ୍ରାମରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ପିଏମ ଶ୍ରୀ ବାର୍ଷିକ ଉତ୍ସବ ରେ ଯୋଗଦେଲେ ବିଧାୟକ

Surada, Ganjam | Jan 15, 2026
ଗଞ୍ଜାମ ଜିଲ୍ଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ସୋରଡ଼ା ବ୍ଲକ ଅନ୍ତର୍ଗତ ଗଙ୍ଗାପୁର ଗ୍ରାମରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ପିଏମ ଶ୍ରୀ ବିଦ୍ୟାଳୟ ସ୍ତରୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି. ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କ ସଭାପତିତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ସୋରଡ଼ା ଲୋକ ପ୍ରିୟ ବିଧାୟକ ଶ୍ରୀଯୁକ୍ତ ନୀଳମଣି ବିଶୋଇ ଯୋଗଦେଇ ଛାତ୍ରଛାତ୍ରୀ ଆଗାମୀ ଦିନର ଭବିଷ୍ୟତ ବୋଲି କହିଛନ୍ତି