ଲଖନପୁର: ଝାରସୁଗୁଡ଼ାରେ ପାଳିତ ହେଲା ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ-2026
ଝାରସୁଗୁଡ଼ାରେ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ-2026 ପାଳିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଯୋଗଦେଇ ମାଣ୍ଡିଆ ଚାଷ ଓ ଏହାର ପୁଷ୍ଟିକର ଗୁଣ ସମ୍ପର୍କରେ ସଚେତନତା ସୃଷ୍ଟି କରିଛନ୍ତି।