ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସୋମବାର ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟାଲମପୁର ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବ୍ଲକ ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତି ରହିଥିଲେ I