Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews
Karnataka

Woman, Daughter Allegedly Boycotted for 12 Years Over Unpaid Community Penalty in Bonai. Poverty Leads to 12-Year Social Ostracism; Bonai Administration Orders Probe . #bonai #sundergarh #odisha

Raurkela M, Sundargarh | Jun 10, 2026

MORE NEWS

23-06-2026 HCM FLORAL TRIBUTES  GAS DEATH

23-06-2026 HCM FLORAL TRIBUTES GAS DEATH

Raurkela M, Sundargarh | Jun 23, 2026

*ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ,*
*ଜୟଦେବ ଭବନରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ*

*ଶ୍ରଦ୍ଧାଞ୍ଜଳି ଜଣାଇଲେ  ମୁଖ୍ୟମନ୍ତ୍ରୀ*

*ଧାରା ୩୭୦ ଉଚ୍ଛେଦ ଦ୍ୱାରା ଡଃ ମୁଖାର୍ଜୀଙ୍କ 'ଅଖଣ୍ଡ ଭାରତ'ର ସ୍ୱପ୍ନ ସାକାର ହୋଇଛି*

*'ରାଷ୍ଟ୍ର ପ୍ରଥମ' (Nation First) ନୀତିରେ ଅନୁପ୍ରାଣିତ ହୋଇ ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତ ଗଠନ ପାଇଁ ଯୁବପିଢ଼ିକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ*
ଭାରତ ମାତାର ମହାନ ସୁପୁତ୍ର ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ 'ରାଷ୍ଟ୍ର ପ୍ରଥମ' (Nation First) ନୀତିରେ ଅନୁପ୍ରାଣିତ ହୋଇ ପବିତ୍ର ଓଡ଼ିଶା ମାଟି ତଥା ସମଗ୍ର ଭାରତବର୍ଷକୁ ସଶକ୍ତ, ସମୃଦ୍ଧ ଓ ଏକତାର ସୂତ୍ରରେ ବାନ୍ଧି ରଖିବା ପାଇଁ କାର୍ଯ୍ୟ କରିବାକୁ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇଛନ୍ତି । ଆଜି ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ଅବସରରେ  ଜୟଦେବ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଯୁବପିଢ଼ିଙ୍କୁ ଏହି ଆହ୍ୱାନ ଦେଇଛନ୍ତି।

ଡଃ ମୁଖାର୍ଜୀଙ୍କ ଅତୁଳନୀୟ ତ୍ୟାଗ ଓ ଶିକ୍ଷା ସଂସ୍କାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମାତ୍ର ୩୩ ବର୍ଷ ବୟସରେ ସେ  କଲିକତା ବିଶ୍ୱବିଦ୍ୟାଳୟର ସର୍ବକନିଷ୍ଠ କୁଳପତି ଭାବେ  ଶିକ୍ଷା କ୍ଷେତ୍ରରେ ଅଭୂତପୂର୍ବ ପରିବର୍ତ୍ତନ ଆଣିଥିଲେ। ଦେଶର ଏକତା ଓ ଅଖଣ୍ଡତା ପାଇଁ ଜାମ୍ମୁ-କାଶ୍ମୀର ଆନ୍ଦୋଳନରେ ସେ ଦେଇଥିବା ଐତିହାସିକ ସ୍ଲୋଗାନ "ଏକ ଦେଶ ମେଁ ଦୋ ବିଧାନ, ଦୋ ପ୍ରଧାନ, ଦୋ ନିଶାନ ନେହିଁ ଚଲେଙ୍ଗେ" ସମଗ୍ର ରାଷ୍ଟ୍ରକୁ ଏକତା ସୂତ୍ରରେ ବାନ୍ଧିଥିଲା।

ସେ ଆହୁରି କହିଥିଲେ ଯେ କଂଗ୍ରେସର ତୁଷ୍ଟୀକରଣ ରାଜନୀତି ଏବଂ ଭୁଲ୍ ନୀତି ଯୋଗୁଁ କାଶ୍ମୀର ଉପରେ ଲଦି ଦିଆଯାଇଥିବା ଧାରା ୩୭୦ ଭଳି କଳା ଆଇନ ଯୋଗୁଁ ଦୀର୍ଘ ଦଶନ୍ଧି ଧରି ଲକ୍ଷ ଲକ୍ଷ ନିରୀହ ଲୋକ ପ୍ରାଣ ହରାଇଥିଲେ ଓ ଶରଣାର୍ଥୀ ସଦୃଶ ଜୀବନ ବିତାଇଥିଲେ ।  ସେ ପ୍ରକାଶ କରିଥିଲେ ଯେ, ବିନା ପରମିଟ୍‌ରେ କାଶ୍ମୀର ପ୍ରବେଶ କରି ଗିରଫ ହେବା ପରେ ଜେଲ୍ ଭିତରେ ସନ୍ଦେହଜନକ ପରିସ୍ଥିତିରେ ଡଃ ମୁଖାର୍ଜୀଙ୍କ ମୃତ୍ୟୁର କୌଣସି ତଦନ୍ତ ତତ୍କାଳୀନ କଂଗ୍ରେସ ସରକାର କରାଇନଥିଲେ, ଯାହା ଇତିହାସର ସବୁଠାରୁ ବଡ଼ ଦୁର୍ଭାଗ୍ୟଜନକ ଅଧ୍ୟାୟ।

ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଢ଼ ନେତୃତ୍ୱକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଗତ ୫ ଅଗଷ୍ଟ ୨୦୧୯ ମସିହାରେ  କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରାଯାଇ ଡଃ ମୁଖାର୍ଜୀଙ୍କ ସେହି ଅଧୁରା ସ୍ୱପ୍ନକୁ ସାକାର କରାଯାଇଛି ଏବଂ ଏହାହିଁ ତାଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି। କାଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଆଜି ଗୋଟିଏ ସମ୍ବିଧାନ ଏବଂ ଗୋଟିଏ ତ୍ରିରଙ୍ଗା ଭାରତର ବିଜୟ ପତକା ଉଡ଼ାଉଛି। ୨୧ ଅକ୍ଟୋବର ୧୯୫୧ରେ ଡଃ ମୁଖାର୍ଜୀଙ୍କ ଦ୍ୱାରା ପ୍ରତିଷ୍ଠିତ 'ଭାରତୀୟ ଜନସ

*ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ,* *ଜୟଦେବ ଭବନରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ* *ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ* *ଧାରା ୩୭୦ ଉଚ୍ଛେଦ ଦ୍ୱାରା ଡଃ ମୁଖାର୍ଜୀଙ୍କ 'ଅଖଣ୍ଡ ଭାରତ'ର ସ୍ୱପ୍ନ ସାକାର ହୋଇଛି* *'ରାଷ୍ଟ୍ର ପ୍ରଥମ' (Nation First) ନୀତିରେ ଅନୁପ୍ରାଣିତ ହୋଇ ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତ ଗଠନ ପାଇଁ ଯୁବପିଢ଼ିକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ* ଭାରତ ମାତାର ମହାନ ସୁପୁତ୍ର ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ 'ରାଷ୍ଟ୍ର ପ୍ରଥମ' (Nation First) ନୀତିରେ ଅନୁପ୍ରାଣିତ ହୋଇ ପବିତ୍ର ଓଡ଼ିଶା ମାଟି ତଥା ସମଗ୍ର ଭାରତବର୍ଷକୁ ସଶକ୍ତ, ସମୃଦ୍ଧ ଓ ଏକତାର ସୂତ୍ରରେ ବାନ୍ଧି ରଖିବା ପାଇଁ କାର୍ଯ୍ୟ କରିବାକୁ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇଛନ୍ତି । ଆଜି ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ଅବସରରେ ଜୟଦେବ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଯୁବପିଢ଼ିଙ୍କୁ ଏହି ଆହ୍ୱାନ ଦେଇଛନ୍ତି। ଡଃ ମୁଖାର୍ଜୀଙ୍କ ଅତୁଳନୀୟ ତ୍ୟାଗ ଓ ଶିକ୍ଷା ସଂସ୍କାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମାତ୍ର ୩୩ ବର୍ଷ ବୟସରେ ସେ କଲିକତା ବିଶ୍ୱବିଦ୍ୟାଳୟର ସର୍ବକନିଷ୍ଠ କୁଳପତି ଭାବେ ଶିକ୍ଷା କ୍ଷେତ୍ରରେ ଅଭୂତପୂର୍ବ ପରିବର୍ତ୍ତନ ଆଣିଥିଲେ। ଦେଶର ଏକତା ଓ ଅଖଣ୍ଡତା ପାଇଁ ଜାମ୍ମୁ-କାଶ୍ମୀର ଆନ୍ଦୋଳନରେ ସେ ଦେଇଥିବା ଐତିହାସିକ ସ୍ଲୋଗାନ "ଏକ ଦେଶ ମେଁ ଦୋ ବିଧାନ, ଦୋ ପ୍ରଧାନ, ଦୋ ନିଶାନ ନେହିଁ ଚଲେଙ୍ଗେ" ସମଗ୍ର ରାଷ୍ଟ୍ରକୁ ଏକତା ସୂତ୍ରରେ ବାନ୍ଧିଥିଲା। ସେ ଆହୁରି କହିଥିଲେ ଯେ କଂଗ୍ରେସର ତୁଷ୍ଟୀକରଣ ରାଜନୀତି ଏବଂ ଭୁଲ୍ ନୀତି ଯୋଗୁଁ କାଶ୍ମୀର ଉପରେ ଲଦି ଦିଆଯାଇଥିବା ଧାରା ୩୭୦ ଭଳି କଳା ଆଇନ ଯୋଗୁଁ ଦୀର୍ଘ ଦଶନ୍ଧି ଧରି ଲକ୍ଷ ଲକ୍ଷ ନିରୀହ ଲୋକ ପ୍ରାଣ ହରାଇଥିଲେ ଓ ଶରଣାର୍ଥୀ ସଦୃଶ ଜୀବନ ବିତାଇଥିଲେ । ସେ ପ୍ରକାଶ କରିଥିଲେ ଯେ, ବିନା ପରମିଟ୍‌ରେ କାଶ୍ମୀର ପ୍ରବେଶ କରି ଗିରଫ ହେବା ପରେ ଜେଲ୍ ଭିତରେ ସନ୍ଦେହଜନକ ପରିସ୍ଥିତିରେ ଡଃ ମୁଖାର୍ଜୀଙ୍କ ମୃତ୍ୟୁର କୌଣସି ତଦନ୍ତ ତତ୍କାଳୀନ କଂଗ୍ରେସ ସରକାର କରାଇନଥିଲେ, ଯାହା ଇତିହାସର ସବୁଠାରୁ ବଡ଼ ଦୁର୍ଭାଗ୍ୟଜନକ ଅଧ୍ୟାୟ। ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଢ଼ ନେତୃତ୍ୱକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଗତ ୫ ଅଗଷ୍ଟ ୨୦୧୯ ମସିହାରେ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରାଯାଇ ଡଃ ମୁଖାର୍ଜୀଙ୍କ ସେହି ଅଧୁରା ସ୍ୱପ୍ନକୁ ସାକାର କରାଯାଇଛି ଏବଂ ଏହାହିଁ ତାଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି। କାଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଆଜି ଗୋଟିଏ ସମ୍ବିଧାନ ଏବଂ ଗୋଟିଏ ତ୍ରିରଙ୍ଗା ଭାରତର ବିଜୟ ପତକା ଉଡ଼ାଉଛି। ୨୧ ଅକ୍ଟୋବର ୧୯୫୧ରେ ଡଃ ମୁଖାର୍ଜୀଙ୍କ ଦ୍ୱାରା ପ୍ରତିଷ୍ଠିତ 'ଭାରତୀୟ ଜନସ

Raurkela M, Sundargarh | Jun 23, 2026