Public App Logo
Jansamasya
News
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Nsui
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

ଖଲ୍ଲିକୋଟ୍: କେଶପୁର ପଞ୍ଚାୟତ କାର୍ଯ୍ୟାଳୟ ରେ ଗ୍ରାମପଞ୍ଚାୟତ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

Khalikote, Ganjam | Jan 12, 2026
କେଶପୁର ପଞ୍ଚାୟତ କାର୍ଯ୍ୟାଳୟ ରେ ଗ୍ରାମପଞ୍ଚାୟତ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଆଜି ଦିନ ୧୧ ଟା ସମୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିର ରେ ମୋଟ ୧୩୨ ଟି ଅଭିଯୋଗ ଶୁଣିଛନ୍ତି ବିଡ଼ିଓ ଓ ତହସିଲଦାର। ଏହି ଅଭିଯୋଗ ଶୁଣାଣୀ ଶିବିର ରେ ବିଡ଼ିଓ ଦେବାଶିଷ ସାମଲ, ତହସିଲଦାର ଡି. ମାଲେଶ୍ୱର ପାତ୍ର, ଏବିଡ଼ିଓ ଗୀତାଞ୍ଜଳୀ ପଣ୍ଡା, ସିଡି ପିଓ ମଧୁସ୍ମିତା ପରିଜାଙ୍କ ସହିତ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗ ର ଅଧିକାରୀ ମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣି ଥିବା ବେଳେ ସରପଞ୍ଚ ବିଚିତ୍ର ଜାଲି ଓ ପଞ୍ଚାୟତର କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।