ବ୍ରହ୍ମପୁର ଠାରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ପକ୍ଷରୁ କାର୍ଯ୍ୟକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ରବିବାର ଅପରାହ୍ନରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ବ୍ରହ୍ମପୁର ବିଧାୟକ କେ ଅନୀଲ କୁମାର ଯୋଗ ଦେଇ ଶିକ୍ଷକ ଶିକ୍ଷାଦାନକୁ ନେଇ ପ୍ରେରଣାଦାୟୀ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଗଞ୍ଜାମ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ବିଭିନ୍ନ ବ୍ଲକରୁ ବହୁ ସଂଖ୍ୟାରେ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ।