Public App Logo
Jansamasya
News
Bjp
National
Police
Bihar
India
जनसमस्या
भाजपा
Congress
Modi
Delhi
Viral
Jharkhand
Iyc
Bollywood
दिल्ली
Patna
Breakingnews
महिला
Narendramodi
Madhya_pradesh
सोशल_मीडिया
Mp
Madhyapradesh
Pmmodi
Rahulgandhi
Ipl
Haryana
Uttarpradesh

ମାଲକାନଗିରି: ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ବ୍ଲକରେ ଖୋଲାଗଲା କଣ୍ଟ୍ରୋଲ ରୁମ୍

Malkangiri, Malkangiri | Sep 27, 2025
ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାରେ ଲାଗି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲା ଯିବା ସହ ସମସ୍ତ ଅଧିକାରୀମାନେ ଜିଲ୍ଲାର ସମସ୍ତ ସମ୍ବେଦନଶୀଳ ସ୍ଥାନ ଗୁଡିକରେ ୨୪ ଘଣ୍ଟା ଉପସ୍ଥିତ ରହି ସ୍ଥିତି ଉପରେ ନଜର ରଖିଛନ୍ତି I

MORE NEWS

ମାଲକାନଗିରି: ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ବ୍ଲକରେ ଖୋଲାଗଲା କଣ୍ଟ୍ରୋଲ ରୁମ୍ - Malkangiri News