ବୀରମହାରାଜପୁର: କୋଟସମଲାଇ ହାଇସ୍କୁଲର ଶିକ୍ଷକ ଶଙ୍ଖସିନ୍ଧୁ ପୁରୋହିତଙ୍କୁ ଭୁବନେଶ୍ୱର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ
Biramaharajpur, Subarnapur (Sonepur) | Sep 5, 2025
ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ହାଇସ୍କୁଲରେ କାର୍ଯ୍ୟରତ ଶିକ୍ଷକ ଶଙ୍ଖସିନ୍ଧୁ ପୁରୋହିତଙ୍କୁ ଆଜି ମୁଖ୍ୟ ମନ୍ତ୍ରୀ ଶିକ୍ଷା ପୁରସ୍କାର...