Public App Logo
Jansamasya
National
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth

ରେଢାଖୋଲ: ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଉଦଯାପିତ

Rairakhol, Sambalpur | Sep 29, 2025
ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଉଦଯାପିତ l ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହରର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସୋମବାର ସକାଳେ ଜାତୀୟ ସେବା ଯୋଜନା ଉଦଯାପିତ ହୋଇଯାଇଛି। ଏହି ଶିବିରରେ ଅନୁଷ୍ଠାନର ଅଧ୍ୟକ୍ଷା ମମତା ବିଶ୍ୱାଳ ଅଧ୍ୟକ୍ଷତା କରିଥିଲେ । କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଶାନ୍ତନୁ ପ୍ରଧାନ ଏବଂ ରାଜ୍ୟ ସଂଯୋଜକ ବିଶ୍ଵ ମୋହନ ଜେନା ଏହି ଶିବିରକୁ ଉଦଘାଟନ କରିଥିଲେ।

MORE NEWS