ଦେବଗଡ: ଗୋପାଳଜୀଉ ମନ୍ଦିର ପ୍ରାଙ୍ଗଣରେ ପୁରୁଣା ଡାକ୍ତରଖାନାରେ ୨୪ ଘଂଟିଆ ସ୍ୱାସ୍ଥ୍ୟସେବା ପ୍ରସଙ୍ଗରେ ଆଲୋଚନା
Debagarh, Debagarh (Deogarh) | Aug 26, 2025
ଦେବଗଡ ଜିଲ୍ଲା ଯୁବ ଏକତା ମଂଚ ପକ୍ଷରୁ ସ୍ଥାନୀୟ ଗୋପାଳଜୀଉ ମନ୍ଦିର ପରିସରରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଯୁବ ଏକତା ମଂଚର...