Public App Logo
Jansamasya
हादसा
News
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Crime
Jharkhand
Up
Bollywood
दिल्ली
Breakingnews
Nitishkumar
Madhya_pradesh
Mp
Nsui
Madhyapradesh
Pmmodi
Rahulgandhi
Actor
Haryana
Uttarpradesh
Cbse
No video available

କେନ୍ଦ୍ରାପଡା: ରାଜନଗର ମହିଷାସୁର ସରସ୍ବତୀ ଶିଶୁମନ୍ଦିର ର ବାର୍ଷିକ ଉତ୍ସବ ରେ ଯୋଗଦେଲେ ରାଜନଗର ବିଧାୟକ ଧ୍ରୁବ ସାହୁ

ଆଜି ସନ୍ଧ୍ୟା 7 ଟା ସମୟରେ ରାଜନଗର ସ୍ଥିତ ମହିଷାସୁର ସରସ୍ବତୀ ଶିଶୁମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି l ଏହି ଉତ୍ସବ ରେ ମୁଖ୍ୟ ଅତିଥି ରୂପେ ଯୋଗଦେଲେ ରାଜନଗର ବିଧାୟକ ଧ୍ରୁବ ସାହୁ l ବିଦ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ବିଧାୟକ ଧ୍ରୁବ ସାହୁ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ l ବିଦ୍ୟାଳୟ ର କୁନିକୁନି ଶିଶୁଙ୍କ ଦ୍ୱାରା ରଙ୍ଗାରଙ୍ଗ ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା l

MORE NEWS

କେନ୍ଦ୍ରାପଡା: ରାଜନଗର ମହିଷାସୁର ସରସ୍ବତୀ ଶିଶୁମନ୍ଦିର ର ବାର୍ଷିକ ଉତ୍ସବ ରେ ଯୋଗଦେଲେ ରାଜନଗର ବିଧାୟକ ଧ୍ରୁବ ସାହୁ - Kendrapara News