କୋରାପୁଟ ସହର: ଆସନ୍ତା କାଲି କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର
ଆସନ୍ତା କାଲି କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏନେଇ ଆଜି ଦିନ ୩ଘଣ୍ଟା ସମୟରେ କୋରାପୁଟ ଜିଲ୍ଲା ପ୍ରଶାସନକୁ ସତର୍କ କରାଯାଇଛି। ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ସହ ବିଜୁଳି ଘଡ଼ଘଡ଼ି ପବନ ବୋହିବା ସମ୍ଭାବନା ଥିବା ଜଣାପଡ଼ିଛି।