ଘସିପୁରା ବ୍ଲକ ଅନ୍ତର୍ଗତ ଅଳତୀ ଦରିଦ୍ର ନାରାୟଣ ବିଦ୍ୟାପୀଠ ରେ ପ୍ଲାଟିନମ୍ ଜୁବୁଲି ଚଳିତ ନଭେମ୍ବର ୨୧ ୨୨.୨୩ ରେ ପାଳନ ଅବସରରେ ମାନ୍ୟବର ବାଚସ୍ପତି ସୁରମା ପାଢୀ , ଓଡିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି,କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ , ଲୋକସଭା ସାଂସଦ ଅନନ୍ତ ନାୟକ,ଭର୍ତ୍ତୁହରି ମହତାବ ,ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।