ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟର ସ୍ତରୀୟ ଶିକ୍ଷା ସଭା କାର୍ଯ୍ୟକ୍ରମ ମାନ୍ଦଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା।ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଧନସିଂ ମାଝୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରଧାନ ଶିକ୍ଷକ କାଡେଶ୍ୱର ମୁର୍ମୁ,କମେଇମୁଣ୍ଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଅତିରିକ୍ତ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶି ଯୋଗ ଦେଇଥିଲେ