ମାଲକାନଗିରି: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସମୀକ୍ଷା ବୈଠକ ଅନୁଷ୍ଠିତ, ଯୋଗଦେଲେ ଜିଲ୍ଲା ନୋଡାଲ ସଚିବ ତଥା ଶିଳ୍ପ ବିଭାଗ ନିର୍ଦ୍ଦେଶକ
Malkangiri, Malkangiri | Jul 15, 2025
ଆଜି ମାଲକାନଗିରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲଙ୍କ...