ପଟ୍ଟାଙ୍ଗୀ: ଦୁଧାରି ଗ୍ରାମ ପଞ୍ଚାୟତର ନୂତନ କାର୍ଯ୍ୟାଳୟ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ, ଯୋଗ ଦେଲେ ବିଧାୟକ
Pottangi, Koraput | Sep 10, 2025
ଆଜି କୋରାପୁଟ ଜିଲ୍ଲା ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେମିଳିଗୁଡ଼ା ବ୍ଲକର ଦୁଧାରି ଗ୍ରାମ ପଞ୍ଚାୟତର ନୂତନ କାର୍ଯ୍ୟାଳୟ ନିର୍ମାଣ ପାଇଁ...