ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ଥାନା ଅନ୍ତର୍ଗତ ଭାଲୁମୁଣ୍ଡା ଗ୍ରାମ ର ସୁନିତା ଲାକ୍ରା (୫୫) ଙ୍କର ରାଉରକେଲା ସ୍ଥିତ ଜୟପ୍ରକାଶ ନାରାୟଣ ହସ୍ପିଟାଲ ରେ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ବଡ଼ଗାଁ ପୋଲିସ ଶବ ବ୍ୟବଚ୍ଛେଦ କରାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି।