ଟିଟିଲାଗଡ: ବଲାଙ୍ଗୀର: କୀଟନାଶକ ପିଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଡାକ୍ତରଖାନାରେ ଚିକିତ୍ସାଧୀନ
ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଖଜୁରପଡ଼ା ଗ୍ରାମରେ ଜଣେ ମହିଳା କୀଟନାଶକ ପିଇ ଜୀବନ ହାରିବାକୁ ଉଦ୍ୟମ କରିଛନ୍ତି। ବର୍ତ୍ତମାନ ସେ ଟିଟିଲାଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ଏବଂ ତାଙ୍କ ସ୍ୱାସ୍ଥ୍ୟରେ ସୁଧାର ଆସୁଛି।