ଅନୁଗୋଳ ଜିଲ୍ଲା ରେ ବର୍ଷା ହେବା ଶହ ଲଘୁଚାପ ରୂପ ନେଇପାରେ ବୋଲି ଶୁକ୍ରବାର ୧୧ ଘଟିକା ସମୟରେ ପାଣିପାଗ ବିଭାଗ ସୂଚନା ଦେଇଛି। ଲଘୁଚାପ ପ୍ରଭାବରେ ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ୨୭ ଓ ୨୮ତାରିଖରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପକ୍ଷରୁ କୁହାଯାଇଛି ।