Public App Logo
Jansamasya
हादसा
News
पुलिस
Maharashtra
Bjp
National
Police
Bihar
कांग्रेस
Accident
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Mp
उत्तरप्रदेश
Pmmodi
Rahulgandhi
यूपी
Uttarpradesh
Haryana
Cricket

କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ପଡାପଦର ମଣ୍ତିରେ ଧାନ କ୍ରୟ ପ୍ରକିୟା ଏବ˚ ଟୋକେନ ସମସ୍ୟାକୁ ନେଇ ଚାଷୀଙ୍କ ମଧ୍ୟରେ ତିବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସନ୍ଧ୍ୟାରେ ପୋଡାପଦର ଚାଷୀମାନେ ଓ ପୂର୍ବତନ ମନ୍ତ୍ରୀ ରବିନାରାୟଣ ନନ୍ଦ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଧାରଣାରେ ବସିଥିଲେ। ଉପଜିଲ୍ଲାପାଳଙ୍କୁ ସ୍ମାରକପତ୍ର ଦେଇ ତୁରନ୍ତ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଥିଲେ।

Jeypore, Koraput | Jun 11, 2026

MORE NEWS