ବାରିପଦା ସଦର: ଖୁଣ୍ଟା ଡିଗ୍ରୀ ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କ ସ୍ଵାଗତ ସମ୍ବର୍ଦ୍ଧନା
ଖୁଣ୍ଟା ଡିଗ୍ରୀ ମହାବିଦ୍ୟାଳୟରେ ଉଦ୍ଭିଦ ବିଜ୍ଞାନ, ପଦାର୍ଥ ବିଜ୍ଞାନ ଓ ଅର୍ଥନୀତି ବିଭାଗ ପକ୍ଷରୁ ନବାଗତ ଛାତ୍ରଛାତ୍ରୀଙ୍କ ପାଇଁ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଅତିଥିମାନେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।