କଟକ ପୌରାଞ୍ଚଳ: ଅବସର ନେଲେ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ
ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଉଥିବା ଜଷ୍ଟିସ ହରିଶ ଟଣ୍ଡନ ଆଜି ଅବସର ଗ୍ରହଣ କରିଛନ୍ତି। ହାଇକୋର୍ଟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଇଛି।